ଯେ ସଚେତନ, ସେ ପରମେଶ୍ୱରଙ୍କ ଇଚ୍ଛାରେ ଚାଲେ
ଏବଂ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ ।
ବାଇବଲରେ ରାଜା ଶାଉଲ ଏବଂ ସୀଷରାଙ୍କ ରେକର୍ଡରୁ ଆମ୍ଭେ ଦେଖିପାରିବା
ଯେ ଆତ୍ମିକ ରୂପେ ଶୋଇଥିବା ଲୋକେ ଶେଷରେ ବିନଷ୍ଟ ହେବେ ।
ଚର୍ଚ୍ଚ ଅଫ୍ ଗଡ୍ ର ସଦସ୍ୟମାନେ ସମଗ୍ର ବିଶ୍ୱକୁ ସତ୍ୟର ସାକ୍ଷ୍ୟ ଦିଅନ୍ତି
ଏବଂ ପବିତ୍ର ଆତ୍ମାଙ୍କ ଯୁଗର ଉଦ୍ଧାରକର୍ତ୍ତା ଖ୍ରୀଷ୍ଟ ଆନ୍ ସାଙ୍ଗ୍ ହୋଙ୍ଗ୍
ଏବଂ ମାତା ପରମେଶ୍ୱରଙ୍କ ପ୍ରଚାର କରନ୍ତି ।
“ସଚେତନ ହୋଇ ଜାଗ୍ରତ ରୁହ । ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; ବିଶ୍ଵାସରେ ସ୍ଥିର ରହି ତାହାର ପ୍ରତିରୋଧ କର ।” ୧ପିତର ୫:୮-୯
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି