ବିଶ୍ଵାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ । (ଏବ୍ରୀ ୧୧:୧) ଯେପରି ଦୁଇ ହଜାର ବର୍ଷ ପୂର୍ବେ ଦୁଇ ଜଣ ଅନ୍ଧ ବ୍ୟକ୍ତି ଯୀଶୁଙ୍କ ବାକ୍ୟରେ ବିଶ୍ୱାସ କରି ଓ ତାହା ପାଳନ କରି ନିଜର ଦୃଷ୍ଟିଶକ୍ତି ଫେରି ପାଇଥିଲେ, ସେହିପରି ଆଜି ଚର୍ଚ୍ଚ ଅଫ୍ ଗଡ୍ର ସଦସ୍ୟମାନେ ମଧ୍ୟ ଖ୍ରୀଷ୍ଟ ଆନ୍ ସାଙ୍ଗ୍ ହୋଙ୍ଗ୍ ଓ ମାତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିବା ବାକ୍ୟକୁ ହୃଦୟରେ ବିଶ୍ୱାସ କରି ପାଳନ କରୁଛନ୍ତି । ଫଳସ୍ୱରୂପ, ସେମାନେ ନିଜ ବିଶ୍ୱାସ ଅନୁସାରେ ସୁସମାଚାରର ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପାଦନ କରୁଛନ୍ତି ।
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି